ପିଏମ୍ ସୂର୍ଯ୍ୟ ଘର: ମୁଫ୍ତ ବିଜିଲି ଯୋଜନା ଅଧୀନରେ ଓଡ଼ିଶାର ପ୍ରଥମ ସୋଲାର ଦିଦି ବ୍ୟାଚ୍ଙ୍କ ପ୍ରଶିକ୍ଷଣ ସଫଳତାର ସହ ସମ୍ପନ୍ନ
ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ ଓଡିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିସିଓଡିଏଲ୍), କଟକସ୍ଥିତ ଟାଟା ପାୱାର ସ୍କିଲ୍ ଡେଭେଲପମେଣ୍ଟ ଇନଷ୍ଟିଚ୍ୟୁଟ୍...
