ଆମେରିକାରେ ଓଡ଼ିଆ ପରମ୍ପରାକୁ ପ୍ରଶଂସା ୫୭ତମ ‘ଓସା’ ସମ୍ମିଳନୀରେ ଯୋଗଦେଲେ ଅଚ୍ୟୁତ ସାମନ୍ତ
ଭୁବନେଶ୍ୱର,୪ ।୭: ଆମେରିକାରେ ଓଡ଼ିଆମାନେ ବସବାସ କରୁଥିଲେ ମଧ୍ୟ ଓଡ଼ିଆ ପରମ୍ପରାକୁ ଭୁଲିନାହାନ୍ତି। ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ଆମେରିକାରେ ରହୁଥିଲେ ମଧ୍ୟ ବେଶ ଗୁରୁତ୍ୱ ଦେଉଥିବାରୁ...
