ଅଚ୍ୟୁତ ସାମନ୍ତଙ୍କୁ ୭୫ତମ ସମ୍ମାନସୂଚକ ଡକ୍ଟରେଟ୍ମହାରାଜା ଗଙ୍ଗା ସିଂହ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନିତ
ଭୁବନେଶ୍ୱର,୩୧ ।୭: ବିଶିଷ୍ଟ ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନ ବିକାନେରସ୍ଥିତ ରାଜ୍ୟର ଅନ୍ୟତମ ପୁରାତନ ସରକାରୀ ବିଶ୍ୱବିଦ୍ୟାଳୟ ମହାରାଜା...
