ନ୍ୟାସ୍ନାଲ୍ ଗ୍ରୀନ୍ ୟୁନିଭର୍ସିଟି ରାଙ୍କିଙ୍ଗ୍ ୨୦୨୬ ତୃତୀୟ ସ୍ଥାନରେ କିସ୍
ଭୁବନେଶ୍ୱର: ନ୍ୟାସ୍ନାଲ୍ ଗ୍ରୀନ୍ ୟୁନିଭର୍ସିଟି ରାଙ୍କିଙ୍ଗ୍ ୨୦୨୬ରେ କିସ୍ ବିଶ୍ୱବିଦ୍ୟାଳୟ ସମଗ୍ର ଭାରତରେ ତୃତୀୟ ସ୍ଥାନ ଅଧିକାର କରିଛି। ପରିବେଶ ଅନୁକୂଳ କ୍ୟାମ୍ପସ ଗଠନ ଏବଂ ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କ...
