କିମ୍ସ ଏଣ୍ଡୋକ୍ରାଇନୋଲୋଜି ବିଶେଷଜ୍ଞ ଡା. ସମ୍ବିତ ଦାସ ଏଣ୍ଡୋକ୍ରାଇନ୍ ସୋସାଇଟି ଅଫ୍ ଇଣ୍ଡିଆ ସଭାପତି ନିର୍ବାଚିତ
ଭୁବନେଶ୍ୱର: କିମ୍ସ ଭୁବନେଶ୍ୱରର ଏଣ୍ଡୋକ୍ରାଇନୋଲୋଜି ବିଭାଗର ପ୍ରଫେସର ତଥା ବିଭାଗୀୟ ମୁଖ୍ୟ ଡା. ସମ୍ବିତ ଦାସ ଦେଶର ଏଣ୍ଡୋକ୍ରାଇନୋଲୋଜି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ବୃତ୍ତିଗତ ସଂଗଠନ ଏଣ୍ଡୋକ୍ରାଇନ୍ ସୋସାଇଟି...
