ଢ଼ିଙ୍କିଆ, ନୂଆଗାଁ ଓ ଗଡ଼କୁଜଙ୍ଗ ତିନିଟି ଗ୍ରାମ ପଞ୍ଚାୟତରେ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ JSW ଉତ୍କଳ ଷ୍ଟିଲ୍ ଓ JSW ଫାଉଣ୍ଡେସନ୍ ପକ୍ଷରୁ ଜରୁରୀକାଳୀନ OPD ସେବା ଆରମ୍ଭ
ପାରାଦୀପ: ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟସେବାର ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ଜନସାଧାରଣଙ୍କୁ ତ୍ୱରିତ ଚିକିତ୍ସା ସେବା ଯୋଗାଇଦେବା ଦିଗରେ ଏକ ଉଲ୍ଲେଖନୀୟ ପଦକ୍ଷେପ ସ୍ୱରୂପ JSW ଉତ୍କଳ ଷ୍ଟିଲ୍...
