ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ କନକ୍ଲେଭ୍ ୨୦୨୬ରେ ଶିଳ୍ପଗୁଡ଼ିକ ପାଇଁ ଟାଟା ପାୱାରର ଅତ୍ୟାଧୁନିକ ଶକ୍ତି ସମାଧାନ ପ୍ରଦର୍ଶିତ
ଭୁବନେଶ୍ୱର, ୧୮ ନଭେମ୍ବର ୨୦୨୬: ଭାରତର ଅନ୍ୟତମ ବୃହତ୍ତମ ସମନ୍ୱିତ ବିଦ୍ୟୁତ୍ କମ୍ପାନୀ ଟାଟା ପାୱାର ଇଣ୍ଡଷ୍ଟ୍ରିଆଲ୍ ପ୍ରମୋସନ୍ ଆଣ୍ଡ୍ ଇନଭେଷ୍ଟମେଣ୍ଟ କର୍ପୋରେସନ୍ ଅଫ୍ ଓଡ଼ିଶା ଲିମିଟେଡ୍...
