ଟାଟା ଷ୍ଟିଲ୍ ଫାଉଣ୍ଡେସନ ପକ୍ଷରୁ ଜନଜାତି ଐତିହ୍ୟ ସଂରକ୍ଷଣ ପାଇଁ କଳିଙ୍ଗନଗରଠାରେ ‘ସଂବାଦ ଫେଲୋସିପ୍’ର ୧୦ମ ସଂସ୍କରଣ ଶୁଭାରମ୍ଭ
କଳିଙ୍ଗନଗର, ମଇ ୧୨, ୨୦୨୬: ସ୍ଥାନୀୟ ସଂସ୍କୃତିର ସୁରକ୍ଷା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଟାଟା ଷ୍ଟିଲ୍ ଫାଉଣ୍ଡେସନ (ଟିଏସଏଫ) ପକ୍ଷରୁ ଗୋବରଘାଟି ଫେଜ୍-୨ ସ୍ଥିତ...
