କ୍ୟାବିନେଟ୍ ‘ଖେଲୋ ଇଣ୍ଡିଆ’ ଯୋଜନାକୁ ନୂଆ ରୂପ; ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ୨୦୨୬-୨୭ ରୁ ୨୦୩୦-୩୧ ଅବଧି ପାଇଁ ମୋଟ ୩୬,୪୪୧ କୋଟି ଟଙ୍କାର ବ୍ୟୟବରାଦ ସହିତ 'ଖେଲୋ...
