ଅଚ୍ୟୁତ ସାମନ୍ତଙ୍କୁ ଜେଇସିଆର୍ସି ବିଶ୍ୱବିଦ୍ୟାଳୟରୁ ୭୦ତମ ସମ୍ମାନସୂଚକ ଡକ୍ଟରେଟ୍
ଭୁବନେଶ୍ୱର,ପ୍ରବାହ ନ୍ୟୁଜ୍ : ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନର ଜୟପୁରରେ ଥିବା ଜେଇସିଆର୍ସି ବିଶ୍ୱବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ କରାଯାଇଛି।...
