ଆମରାଜ୍ୟ

କିମ୍‌ସରେ ୨୦୨୬ ଏମ୍‌ବିବିଏସ୍ ଓ ବିଡିଏସ୍ ବ୍ୟାଚ୍‌ର ହ୍ୱାଇଟ୍ କୋଟ୍ ସମାରୋହ

ଭୁବନେଶ୍ୱର, ୩୦ ।୧୦: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‍ସେସ୍ (କିମ୍‌ସ)ରେ ୨୦୨୬ ଏମ୍‌ବିବିଏସ୍ ଓ ବିଡିଏସ୍ ନବାଗତ ଛାତ୍ରଛାତ୍ରୀଙ୍କ ପାଇଁ ଶୁକ୍ରବାର ହ୍ୱାଇଟ୍ କୋଟ୍ ସମାରୋହ...

ଜିଲ୍ଲାସ୍ତରୀୟ ବିଶ୍ୱ ମିତବ୍ୟୟିତା ଦିବସ-୨୦୨୬ ପାଳିତ: ସୁରକ୍ଷିତ ଭବିଷ୍ୟତ ପାଇଁ ନିୟମିତ ସଞ୍ଚୟ ଓ ଆର୍ଥିକ ସଚେତନତା ଉପରେ ଗୁରୁତ୍ୱ

ବାରିପଦା,୩୦/୧୦(ପ୍ରବାହ ନ୍ୟୁଜ) :- ନିୟମିତ ସଞ୍ଚୟ ଅଭ୍ୟାସ ଗଢ଼ିତୋଳିବା, ସ୍ୱଳ୍ପ ସଞ୍ଚୟ ଯୋଜନା ସମ୍ପର୍କରେ ଜନସଚେତନତା ବୃଦ୍ଧି ଏବଂ ଆର୍ଥିକ ସୁରକ୍ଷା ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଜିଲ୍ଲା...

ଶିଶୁ ଶ୍ରମ ମୁକ୍ତ ଗ୍ରାମ ପଞ୍ଚାୟତ ଅଭିଯାନ ୨୦୨୬ ସଚେତନତା କାର୍ଯ୍ୟକ୍ରମ ଶୁଭାରମ୍ବ

ଆଜି ଶ୍ରମ ବିଭାଗ, କଳାହାଣ୍ଡି ପକ୍ଷରୁ ଜିଲ୍ଲାବ୍ୟାପୀ ସଚେତନତା ଅଭିଯାନ ‘ପାଲା/ଘୁମୁରା ଅନ୍ ହ୍ୱିଲ୍ସ’ (Pala/Ghumura on Wheels) କାର୍ଯ୍ୟକ୍ରମକୁ ଜିଲ୍ଲାପାଳ କଳାହାଣ୍ଡିଙ୍କ କାର୍ଯ୍ୟାଳୟ ପରିସରରୁ ଶୁଭାରମ୍ଭ...

କଂଗ୍ରେସ ସେବାଦଳ ପକ୍ଷରୁ ରକ୍ତଦାନ ଶିବିର : ମୋଟ 50ୟୁନିଟ ରକ୍ତ ସଂଗୃହିତ

ବାରିପଦା,୩୦/୧୦(ପ୍ରବାହ ନ୍ୟୁଜ): ବାରିପଦା ଷ୍ଟାଡିୟମ ସମ୍ମିଳନୀ କକ୍ଷ ଠାରେ ମୟୁରଭଞ୍ଜ (ପୂର୍ବ) କଂଗ୍ରେସ ସେବାଦଳ ପକ୍ଷରୁ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ସେବାଦଳ ଅଧ୍ୟକ୍ଷ...

ଭାରତୀୟଷ୍ଟେଟ୍ବ୍ୟାଙ୍କ, ଭୁବନେଶ୍ୱରମଣ୍ଡଳପକ୍ଷରୁସତର୍କତାସଚେତନତାସପ୍ତାହ–୨୦୨୬ପାଳନ

ଭୁବନେଶ୍ୱର, ୨୮ ଅକ୍ଟୋବର ୨୦୨୬: ସତର୍କତା ସଚେତନତା ସପ୍ତାହ–୨୦୨୬ ଅବସରରେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ, ଭୁବନେଶ୍ୱରସ୍ଥିତ ସ୍ଥାନୀୟ ପ୍ରଧାନ କାର୍ଯ୍ୟାଳୟ ପକ୍ଷରୁ ୨୮ ଅକ୍ଟୋବର ୨୦୨୬ ତାରିଖରେ...

ମୟୂରଭଞ୍ଜରେ ବେକାରୀ ଦୂର ପାଇଁ ମନ୍ତ୍ରୀଙ୍କ ନିଆରା ପଦକ୍ଷେପ:ଯୁବକଙ୍କୁ ବାଣ୍ଟିଲେ ଜଳଖିଆ ଓ ଫାଷ୍ଟଫୁଡ୍ କେବିନ୍ , ସ୍ୱାବଲମ୍ବୀ ହେବାର ଦେଖାଇଲେ ବାଟ

ବାରିପଦା ୨୮/୧୦(ପ୍ରବାହ ନ୍ୟୁଜ): ଅଭାବ ଆଉ ଅସହାୟତା ଭିତରେ ଜୀବନ ବିତାଉଥିବା ଗରିବ ପରିବାରର ଯୁବକଯୁବତୀଙ୍କ ପାଇଁ ଆଶାର ନୂଆ କିରଣ। ହାତକୁ କାମ ନାହିଁ, ପରିବାର...

କିଟ୍‌ ଓ ଇନ୍ଦିରା ଗାନ୍ଧୀ ଜାତୀୟ କଳା କେନ୍ଦ୍ର ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ

ଭୁବନେଶ୍ୱର, ୨୮ ।୧୦: କଳା, ସଂସ୍କୃତି ଓ ସ୍ଥାପତ୍ୟ କ୍ଷେତ୍ରରେ ଅଧ୍ୟୟନ ଏବଂ ଗବେଷଣାକୁ ସୁଦୃଢ଼ କରିବା ସହ ଭାରତୀୟ ଇତିହାସ ସମ୍ବନ୍ଧୀୟ ପୁରାତନ ଦସ୍ତାବିଜର ଡିଜିଟାଇଜେସନ୍‌କୁ...

ସତର୍କତା ସଚେତନତା ସପ୍ତାହ-୨୦୨୬ ଅବସରରେ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ପଦଯାତ୍ରା ଆୟୋଜିତ

ସତର୍କତା ସଚେତନତା ସପ୍ତାହ-୨୦୨୬ ଅବସରରେ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), ପ୍ରଶାସନିକ କାର୍ଯ୍ୟାଳୟ, ଭୁବନେଶ୍ୱର ପକ୍ଷରୁ ୨୬.୧୦.୨୦୨୬ ସୋମବାର ସକାଳେ ଏକ ୱାକାଥନ୍ (ପଦଯାତ୍ରା) ଆୟୋଜିତ...

ବେଦାନ୍ତ ଆଲୁମିନିୟମର ଦ୍ୱିତୀୟ ତ୍ରୈମାସିକ ଫଳାଫଳ ଉତ୍ସାହଜନକ: ଲାଭ ଦୁଇଗୁଣରୁ ଅଧିକ ବୃଦ୍ଧି ପାଇ ୬,୧୮୭ କୋଟି ଟଙ୍କା, ଇବିଆଇଟିଡିଏରେ ୮୩% ବୃଦ୍ଧି ହୋଇଛି

ଭୁବନେଶ୍ୱର, ୨୮ ଅକ୍ଟୋବର ୨୦୨୬: ଭାରତର ସର୍ବବୃହତ୍ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ମେଟାଲ ଲିମିଟେଡ୍ (ବିଏସ୍‌ଇ: ୫୪୪୭୮୦ ଏବଂ ଏନ୍‌ଏସ୍‌ଇ: ଭିଏଏମ୍‌ଏଲ୍‌) ୩୦ ସେପ୍େଟମ୍ବର ୨୦୨୬ରେ...

ସିବିସି ଓ ପିଆଇବି ଭୁବନେଶ୍ୱର ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ

ଭୁବନେଶ୍ୱର, ୨୮ ଅକ୍ଟୋବର : ଭାରତ ସରକାରଙ୍କ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ଏବଂ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), ଭୁବନେଶ୍ୱର ପକ୍ଷରୁ ଆଜି ଭୁବନେଶ୍ୱର ଠାରେ...

ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା ପାଇଁ ଟିପିଡବ୍ଲୁଓଡିଏଲ୍ ପ୍ରସ୍ତୁତ, ବିଦ୍ୟୁତ୍ ସେବାର ଶୀଘ୍ର ପୁନରୁଦ୍ଧାର ପାଇଁ ୮,୬୫୮ କର୍ମଚାରୀ ମୁତୟନ

ବୁର୍ଲା, ୨୬ ଅକ୍ଟୋବର ୨୦୨୬: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ପଶ୍ଚିମ ଓଡ଼ିଶାରେ ବିଦ୍ୟୁତ୍ ଭିତ୍ତିଭୂମିର ସୁରକ୍ଷା, ଉପଭୋକ୍ତାଙ୍କ ନିରାପତ୍ତା ଏବଂ ବିଦ୍ୟୁତ୍ ସରବରାହ ବାଧାପ୍ରାପ୍ତ...

ବାତ୍ୟା ଅର୍ଣ୍ଣବର ମୁକାବିଲା ପାଇଁ ଟିପିସିଓଡିଏଲ୍‌ର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର, ଅକ୍ଟୋବର: ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ପାଣିପାଗ ପରିସ୍ଥିତି ଏବଂ ବାତ୍ୟା ‘ଅର୍ଣ୍ଣବ’ର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ...

ଏଚ୍‌ସିଜି ପଣ୍ଡା କ୍ୟାନ୍ସର ହସ୍ପିଟାଲ ଓ ଭାରତୀୟ ବିମାନବନ୍ଦର ପ୍ରାଧିକରଣର ମିଳିତ ପଦକ୍ଷେପ

କର୍କଟ ଆଉ ପୂର୍ବ ଭଳି ଏକ ଅସାଧ୍ୟ ବା ମାରାତ୍ମକ ରୋଗ ହୋଇ ରହି ନାହିଁ। ପ୍ରାଥମିକ ଅବସ୍ଥାରୁ ଏହାର ସଠିକ୍ ଚିହ୍ନଟ ଏବଂ ଉପଯୁକ୍ତ ଚିକିତ୍ସା...

ମହୁମାଛି ପାଳନରୁ ଜୀବିକା ସମୃଦ୍ଧି: ବେଦାନ୍ତ ଆଲୁମିନିୟମର ‘ବେଦାମୃତ’ ଝାରସୁଗୁଡ଼ାର ଚାଷୀଙ୍କୁ ସଶକ୍ତ କରୁଛି

ବେଦାନ୍ତ ଆଲୁମିନିୟମ ବୈଜ୍ଞାନିକ ପଦ୍ଧତିରେ ମହୁମାଛି ପାଳନ ମାଧ୍ୟମରେ ଚାଷୀଙ୍କ ଆୟ ବୃଦ୍ଧି, କୃଷି ଉତ୍ପାଦକତାରେ ସୁଧାର ଏବଂ ସ୍ଥାୟୀ ଜୀବିକା ସୃଷ୍ଟି ଉପରେ ଗୁରୁତ୍ୱ ଦେଉଛି...